ଭାରତ ବର୍ଷରେ ଖଣିଜ ସମ୍ପଦ ପରିପୂର୍ଣ୍ଣ ଭାବେ ଓଡ଼ିଶା ହେଉଛି ଏକ ଅଗ୍ରଣୀ ରାଜ୍ୟ। ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡ଼ିଶାରେ ମହଜୁଦ୍ ଅଛି। ଓଡ଼ିଶା ଖଣି ନିଗମ (ଓଏମ୍ସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ କାର୍ଯ୍ୟ ଦାୟିତ୍ୱପୂର୍ଣ୍ଣ ଭାବେ କରିଆସୁଛି। ରାଜ୍ୟକୁ ଅର୍ଥନୈତିକସ୍ତରରେ ସମୃଦ୍ଧ କରିବା ପାଇଁ ଓଏମ୍ସିର ବଳିଷ୍ଠ ଅବଦାନ ରହିଛି। ଓଏମ୍ସିର ୭୦ତମ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ