ଓଡିଶାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ସେ ପହଞ୍ଚିଥିବା ଦେଖିବାକୁ ମିଳିଛି। ବାୟୁ ସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।ସୂଚନା ଥାଉକି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ।
Trending
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
Prev Post
Next Post