ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ କଂଗ୍ରେସ ସହ ନିବିଡ ଭାବେ ସଂଶ୍ଲିଷ୍ଟ ଥିବା ବିଧାୟକ ସୁର ରାଉତାରାୟ କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଇଛନ୍ତି । ଆଜି ତାଙ୍କ ସାନ ପୁଅ ବିଜେଡିରେ ମିଶିବା ପରେ ସେ ଏଭଳି ପଦକ୍ଷେପ ନେଇଛନ୍ତି । ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ତାଙ୍କ ସାନପୁଅ ମନ୍ମଥକୁ ଯେତେ ବୁଝାଇଥିଲେ ମଧ୍ୟ ସେ ମୋ କଥା ଶୁଣି ନ ଥିଲା । ଶେଷରେ ସେ ତା’ ଇଚ୍ଛାରେ ବିଜେଡିରେ ସାମିଲ ହୋଇଥିଲା ।ପୁଅର ଏପରି ନିଷ୍ପତ୍ତି ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ମୁଁ ସମସ୍ତ କମିଟିରୁ ଇସ୍ତଫା ଦେଉଛି । ସେ ସମସ୍ତ କମିଟିରୁ ଇସ୍ତଫା ଦେଇଥିଲେ ମଧ୍ୟ ଦଳରେ ରହିବେ ବୋଲି କହିଛନ୍ତି ଓ ଜୀବନ ଥିବା ଯାଏ ସେ କଂଗ୍ରେସରେ ରହିବେ । ଏହା ସହିତ ତାଙ୍କ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି ସେ କହିଛନ୍ତି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post