ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ତେବେ ଏହି ଅବସରରେ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ବୋଲି ଜଣାପଡିଛି । ଏଥିରେ ସେ ଲକ୍ଷ୍ମୀ ବସ ଚଳାଚଳ, ନୂତନ ମେଡ଼ିକାଲ କଲେଜ, ବସଷ୍ଟାଣ୍ଡ ସହ ବିଭିନ୍ନ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ କରିବେ । ଯାହାକୁ ନେଇ କଳାହାଣ୍ଡି ସହ ପୂରା ପଶ୍ଚିମ ଓଡ଼ିଶାରେ ଉତ୍ସାହର ମାହୋଲ ଦେଖାଦେଇଛି ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Next Post