ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କୁଆଖିଆ ନିକଟ ବାରବାଟୀ ପୋଲରେ ଘଟିଛି ଏଭଳି ଏକ ମର୍ମନ୍ତୁତ ଦୁର୍ଘଟଣା । ବସଟି ପୋଲରୁ ଓଲଟି ତଳେ ପଡିଥିବାର ଚିତ୍ର ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣା ଅନେକ ଜଣଙ୍କୁ କ୍ଷତି ପହଞ୍ଚାଇଥିବା ଜଣାପଡିଛି। ଯଦିଓ, ଏହି ଦୁର୍ଘଟଣା କେତେ ଜଣ ଆହତ ହୋଇଛନ୍ତି ସେନେଇ କିଛି ଜଣା ପଡି ନାହିଁ, କିନ୍ତୁ ଏଥିରେ ଅନେକ ଜଣ ଆହତ ହୋଇଥିବା ଅନୁମାନ କରାଯାଉଛି। ତେବେ ଘଟଣା ସ୍ଥଳରେ ବର୍ତ୍ତମାନ ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ବେଳେ ଅନେକ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି।ସୂଚନା ଅନୁସାରେ, ବସଟି ପୁରୀରୁ କୋଲକାତା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୪୦ ଜଣ ଆହତ ଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଧର୍ମଶାଳା ପ୍ରାଥମିକ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଉଛି।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Next Post