ଆଜି ଠାରୁ ଖୋଲିବ ୟୁନିଟ-୧ ହାଟ । ଦୀର୍ଘ ୬ ଦିନ ପରେ ପୁଣି ଥରେ ଗ୍ରାହକଙ୍କ ଭିଡ ଦେଖିବାକୁ ମିଳିବ ଏଠାରେ । ତେବେ ଦଶହରା ପୂର୍ବରୁ ଏଠାରେ ଥିବା ସମସ୍ୟାର ସମାଧାନ ହୋଇଛି । ଏଥି ପାଇଁ ବ୍ୟବସାୟୀମାନଙ୍କ ମନରେ ଉତ୍ସାହ ଓ ଖୁସି ଦେଖିବାକୁ ମିିଳିବ । ୧ ନମ୍ବର ହାଟର ବ୍ୟବସାୟୀ ସଂଘର ସଭାପତି ଏହା ସୂଚନା ଦେଇଛନ୍ତି ।BMC ସହ ଆଲୋଚନା ପରେ ଏହି ହାଟ ଖୋଲିବ । ପାର୍କିଙ୍ଗ ସହ ଜବରଦଖଲ ଏବଂ ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନ କରିଥିଲେ ବ୍ୟବସାୟୀ ସଙ୍ଘ । ତେବେ ଗତ କାଲି BMC ଅଧିକାରୀ ହାଟ ପରିଦର୍ଶନ କରିବା ପରେ ଏବଂ ଦାବି ପୂରଣ କରିବାକୁ ପ୍ରତିଶ୍ରୃତି ଦେଇଥିଲେ । ୨ରୁ୪ ଦିନ ସମୟ ମଧ୍ୟରେ ସମସ୍ୟାର ସମାଧାନ ହେବ ବୋଲି BMC କହିଛି । ଯାହା ଫଳରେ ବ୍ୟବସାୟୀ ସଙ୍ଘ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post