ଚିଲିକା ମଝିରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଡଙ୍ଗା ଅଟକି ଯାଇଛି । ତେବେ ମଝି ଚିଲିକାରେ ୩୦ ରୁ ଅଧିକ ଲୋକ ଫସି ରହିଛନ୍ତି ବୋଲି ଜଣାପଡିଛି । ଯାତ୍ରୀମାନଙ୍କ ସହ ୮ଟି ବାଇକ ମଧ୍ୟ ଡଙ୍ଗାରେ ରହିଛି । ଅଧଘଣ୍ଟାରୁ ଅଧିକ ସମୟ ହେଲାଣି ଫସି ରହିଛି ଏହି ଡଙ୍ଗା ।ସୂଚନା ଅନୁଯାୟୀ, କିଛି ଯାନ୍ତ୍ରିକ ତ୍ରୁଟି ପାଇଁ ଚିଲିକା ହ୍ରଦ ମଝିରେ ଡଙ୍ଗା ଚାଲିବା ହଠାତ ବନ୍ଦ ହୋଇଗଲା । ତେବେ ଏହି ଡଙ୍ଗାରେ ଯାତ୍ରା କରୁଥିବା ୩୦ ଜଣ ଲୋକେ ଭୟଭୀତ ହୋଇପଡିଛନ୍ତି । ତେବେ ଡଙ୍ଗାରେ ଫସିରହିଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଉ ବୋଲି ଯାତ୍ରୀମାନେ ନିବେଦନ କରିଛନ୍ତି ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post
Next Post