କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍ରେ ନିଆଁ ଲାଗିଯାଇଛି। ଫଳରେ ବସ୍ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ ଜଣକ ବସ୍କୁ ଅଟକାଇଥିଲେ। ଏହା ପରେ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ସୌଭାଗ୍ୟର କଥା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବସ୍ର ଭିତରେ ଥିବା ସିଟ୍ଗୁଡ଼ିକ ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post