ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ ଛାନଭିନ ହୋଇଛି। ଏକଥାକୁ ପ୍ରିୟଙ୍କାଙ୍କ ବାପା ବି ସ୍ବୀକାର କରିଛନ୍ତି ଓ ସେ କହିଛନ୍ତି, ଝିଅ ତଦନ୍ତରେ ସହଯୋଗ କରିଛି। ତଦନ୍ତ ନସାରିବା ପର୍ଯ୍ୟନ୍ତ ପ୍ରିୟଙ୍କାଙ୍କୁ ପୁରୀ ଛାଡ଼ି ନଯିବାକୁ ନିର୍ଦ୍ଦେଶ ରହିଥିବା ଚର୍ଚ୍ଚା ଜୋର ଧରିଛି । ଏ ନେଇ ଓଡିଶା ପୁଲିସ ସୂତ୍ରରୁ ସୂଚନା ମିଳିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post