ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଏଥିରେ ୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଏହି ଶ୍ରମିକମାନଙ୍କ ପରିଚୟ ମିଳିଛି। ସେମାନେ ହେଲେ ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ ଏବଂ କୁଲଡିହାର ରାଜୁ ନାୟକ, ବଡ଼କୁଦାର ଧୀରେନ ଏବଂ ଶଙ୍କର୍ଷଣପୁରର ତପନ ମଣ୍ଡଳ। ତେବେ ଟନେଲ ଭିତରେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଏନ୍ଡିଆରଏଫ୍, ଏସ୍ଡିଆର୍ଏଫ୍ ଏବଂ ପୋଲିସ ସୁରକ୍ଷା ବଳ ଦାୟିତ୍ୱରେ ନିୟୋଜିତ ଅଛନ୍ତି। ଶ୍ରମିକଙ୍କ ପାଖକୁ ପାଇପ୍ ଯୋଗେ ଖାଦ୍ୟ ଏବଂ ଅମ୍ଳଜାନ ପଠାଯାଉଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post