ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ