ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ।ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ ସମସ୍ୟା ତିଆରି କରାଯାଇଥିଲା। ଆଳୁ ମିଶନକୁ ନିଜ ସରକାରକୁ ବଞ୍ଚାଇବାକୁ କରିଥିଲେ। ଚାଷୀ ବଞ୍ଚାଇବା କାର୍ଯ୍ୟକ୍ରମ ପୂର୍ବ ସରକାର କରି ନ ଥିଲେ। ଏବେ ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆଳୁ ଆସିଛି। ଆଉ ଏବେ ଆଳୁ ସମସ୍ୟା ସମାଧାନ ହୋଇଛି।ଭଲ କିସମର ଆଳୁ ଗବେଷଣା କରିବାକୁ OUATକୁ ମୁଖ୍ୟମନ୍ତ୍ରୀ ଆହ୍ବନ କରିଛନ୍ତି।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post