ଶପଥ ଗ୍ରହଣ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମୋହନ ମାଝୀ। ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝୀ ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି।ଆଜି ଅପରାହ୍ନ ୪ଟା ୪୫ରେ ମୋହନ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଏବଂ ହଜାର ହଜାର ଓଡ଼ିଶାବାସୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେବେ। ଗତକାଲି ବିଜେପିର ତୁଙ୍ଗ ନେତା ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ ଦେଇଥିଲେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post