ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଜୟ ଢ଼ୋଲକିଆ ବିଜେପିର ପ୍ରାର୍ଥୀ ହେବ ଥୟ । ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ । ବିଜେଡ଼ି ଆଜି ନାମ ଘୋଷଣା କରିପାରେ । ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ କରିପାରିବେ । ଏହାପରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ନିର୍ବାଚନ କମିସନଙ୍କ ଘୋଷଣା ମୁତାବକ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଆଉ ୧୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ତେବେ ଏ ସବୁ ପ୍ରକ୍ରିୟା ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post