ଆରମ୍ଭ ହେବ ବିଜୁ ପଟ୍ଟନାୟକ ବିମାନ ବନ୍ଦର ନୂଆ ରୂପରେ ପ୍ରକ୍ରିୟା ହୋଇଛି।ଟର୍ମିନାଲ ଲିଙ୍କ ବିଲ୍ଡିଂ କାମ ସରିଥିବା ବେଳେ ଏହାକୁ ନୂଆବର୍ଷ ପୂର୍ବରୁ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ବିମାନ ବନ୍ଦର ପକ୍ଷରୁ ସୁରକ୍ଷା ଅନୁମତି (ସିକ୍ୟୁରିଟି କ୍ଳିୟରାନ୍ସ) ପାଇଁ ଆବେଦନ କରାଯାଇଛି। ଏନେଇ ଭୁବନେଶ୍ବର ବିମାନ ବନ୍ଦର ନିର୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ଅନୁମତି ମିଳିବା ପରେ ଏସଓପି ପ୍ରସ୍ତୁତ କରାଯିବ। ସମସ୍ତ ସହଭାଗୀଙ୍କ ସହ ଆଲୋଚନା ପରେ କାମ କରିବ ଟର୍ମିନାଲ। ସିଆଇଏସଏଫ, କଷ୍ଟମ, ଏୟାରଲାଇନ ଓ ଇମିଗ୍ରେସନ ଅଧିକାରୀଙ୍କ ସହ ବୈଠକ କରାଯିବ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post