ଆରମ୍ଭ ହେବ ବିଜୁ ପଟ୍ଟନାୟକ ବିମାନ ବନ୍ଦର ନୂଆ ରୂପରେ ପ୍ରକ୍ରିୟା ହୋଇଛି।ଟର୍ମିନାଲ ଲିଙ୍କ ବିଲ୍ଡିଂ କାମ ସରିଥିବା ବେଳେ ଏହାକୁ ନୂଆବର୍ଷ ପୂର୍ବରୁ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ବିମାନ ବନ୍ଦର ପକ୍ଷରୁ ସୁରକ୍ଷା ଅନୁମତି (ସିକ୍ୟୁରିଟି କ୍ଳିୟରାନ୍ସ) ପାଇଁ ଆବେଦନ କରାଯାଇଛି। ଏନେଇ ଭୁବନେଶ୍ବର ବିମାନ ବନ୍ଦର ନିର୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ଅନୁମତି ମିଳିବା ପରେ ଏସଓପି ପ୍ରସ୍ତୁତ କରାଯିବ। ସମସ୍ତ ସହଭାଗୀଙ୍କ ସହ ଆଲୋଚନା ପରେ କାମ କରିବ ଟର୍ମିନାଲ। ସିଆଇଏସଏଫ, କଷ୍ଟମ, ଏୟାରଲାଇନ ଓ ଇମିଗ୍ରେସନ ଅଧିକାରୀଙ୍କ ସହ ବୈଠକ କରାଯିବ।
Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Prev Post
Next Post