ନୟାଗଡ଼: ବିକାଶ ପାଇଁ ଅର୍ଥ ଯୋଗାଇ ଦେଇଥିବାରୁ ଧନ୍ୟବାଦ ଜଣାଇଲେ ନୟାଗଡ଼ବାସୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଦଶପଲ୍ଲାରେ କିଛି ବାକି ଥିବା ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଏହାର ଉନ୍ନତି ପାଇଁ ଅର୍ଥ ଅନୁମୋଦନ କରିଛନ୍ତି । ଆଜି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ,ଦଶପଲ୍ଲା ବ୍ଲକ ବିଜେଡି ସଭାପତି ସୁଦାମ ଚରଣ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁଙ୍କ ସମେତ ବହୁ ବିଜେଡି କର୍ମୀ ଏବଂ ଜନସାଧାରଣ ମହାବୀର ମନ୍ଦିର ଠାରୁ ବାଇକ ରାଲିରେ ବାହାରି ବିଭିନ୍ନ ସ୍ଥାନକୁ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼