ତାପମାତ୍ରରା ଅସ୍ୱାଭାବିକ ଆଚରଣକୁ ନେଇ ସମସ୍ତେ ବିସ୍ମିତ । ବାତ୍ୟା ପ୍ରଭାବରେ ତିନିଦିନ ଲୋହଲା ପାଗ ଥିବାରୁ କିଛି ଶୀତ ଅନୁଭୂତ ହେଉଥିଲା । କିନ୍ତୁ ପାଗରେ ପୁଣି ପରିବର୍ତ୍ତନ ଆସିଛି , ଥଣ୍ଡା ଉଭାନ୍ ହୋଇଯାଇଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ବାଦଲ ପୂରା ହଟିବା ପରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବ । ଅର୍ଥାତ ରାତିର ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଫେରିପାରେ । ଏପରେ ଦିନର ତାପମାତ୍ରା ମଧ୍ୟ ୨ରୁ ୪ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ଅନ୍ୟପଟେ ରାଜ୍ୟର କିଛି କିଛି ସ୍ଥାନରେ ସକାଳୁ ସକାଳୁ ଶୀତ ଅନୁଭୂତ ହେଉଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ