ଆଜି ଓଡ଼ିଶା ଉପକୂଳରେ ଆରମ୍ଭ ହୋଇଛି ସମରାଭ୍ୟାସ ‘ସାଗର କବଚ-୧’ । ଭାରତୀୟ ନୌସେନା, ତଟରକ୍ଷା ବାହିନୀ ଏବଂ ସାମୁଦ୍ରିକ ପୋଲିସ ମିଳିତ ଭାବରେ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଏହାବ୍ୟତୀତ ଜଙ୍ଗଲ ବିଭାଗ, ଓଡ୍ରାଫ ଟିମ ଏବଂ ଅନ୍ୟାନ୍ୟ ୧୮ଟି ସଂସ୍ଥା ସମରାଭ୍ୟାସରେ ସାମିଲ ହୋଇ ବିଭିନ୍ନ ପରିସ୍ତିତି ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି । ଆତଙ୍କବାଦ ସଂଗଠନ ଏବଂ ଆତଙ୍କୀଙ୍କୁ ମାତ୍ ଦେବାକୁ ସୁରକ୍ଷାକର୍ମୀ ନିଜକୁ ଆହୁରି ଶକ୍ତିଶାଳୀ କରୁଛି । ବିଭିନ୍ନ ବିଭାଗରେ ସୁରକ୍ଷା ଦାୟିତ୍ୱରେ ରହିଥିବା କର୍ମୀ ନିଜକୁ ସମସ୍ତ ପ୍ରତିକୂଳ ପରିସ୍ଥିତି ପାଇଁ ସଜାଗ ରକିବା ପାଇଁ ପ୍ରସ୍ତୁତି ଅଭିଯାନରେ ଭାଗ ନେଇଛନ୍ତି । ତେବେ ଏହି ସମରାଭ୍ୟାସରେ ବ୍ଲୁ ଏବଂ ରେଡ୍ ଟିମ୍ ନାଁରେ ଦୁଇଟି ଟିମ୍ ନିଜ ନିଜର ଯୁଦ୍ଧ କୌଶଳ ଦେଖାଉଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post