ପୁଣି ପଥ ଉତ୍ସବ ଆୟୋଜିତ ହୋଇଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ପଥ ଉତ୍ସବ। ଦିନ ୯ଟା ୩୦ ପର୍ଯ୍ୟନ୍ତ ପଥ ଉତ୍ସବ ଚାଲିଥିଲା। ଆଜିର କାର୍ଯ୍ୟକ୍ରମରେ ବଲିଉଡ୍ ଗାୟିକା ନିକିତା ଗାନ୍ଧୀ, ରାପର ବିଗ୍ଡିଲଙ୍କ ସହ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ ନିଜର କମାଲ ଦେଖାଇଛନ୍ତି।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
Prev Post
Next Post