ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ ମଠଗୁଡ଼ିକର ପୁନରୁଦ୍ଧାର, ଲାଣ୍ଡସ୍କେପିଂ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦୀ ଅଞ୍ଚଳର ତ୍ଵରିତ ବିକାଶ, ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଂ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ ମରିଚି କୋଟ ଛକ ଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରିଚି କୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post