ପୁରୀରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ କଲେ ଶ୍ରୀଜିଉଙ୍କ ଦର୍ଶନ । ଏହାପରେ ପରିକ୍ରମା ମାର୍ଗ କାର୍ଯ୍ୟର କଲେ ସମୀକ୍ଷା ।ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post
Next Post