ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ କାମ ହୋଇଥିବା ବେଳେ ଏଥିରେ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପରିକ୍ରମା ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ନିଜେ ପାଣ୍ଡିଆନ ଏହି ପ୍ରଦୀକ୍ଷଣ ମାର୍ଗରେ ଚାଲି ଚାଲି ଶ୍ରୀମନ୍ଦିରର ପ୍ରଦୀକ୍ଷଣ କରିଛନ୍ତି। ନଅ ଥର ଶ୍ରୀମନ୍ଦିର ଚାରିପଟେ ଚାଲି ଚାଲି ପ୍ରଦକ୍ଷିଣ କରିଥିଲେ ଫାଇଭ ଟି ଅଧ୍ୟକ୍ଷ ।ପ୍ରଦୀକ୍ଷଣ ପରେ ସେ ନିଜ ପରିବାର ସହ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Next Post