ଆଗାମୀ ଦିନରେ ଆଶା ଏବଂ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢିବା ଖବର ସାମ୍ନାକୁ ଆସିଛି । ଏନେଇ ନବରଙ୍ଗପୁର ଫାଇଭ-ଟି ଅଧ୍ୟକ୍ଷଙ୍କ ବଡ ଘୋଷଣା କରିଛନ୍ତି । କମ୍ୟୁନିଟି ସେଣ୍ଟର କର୍ମଚାରୀଙ୍କ ମଧ୍ୟ ଦରମା ବଢିବ ବୋଲି କୁହାଯାଉଛି । ଏମବିକେ ଏବଂ ସିଆରପିଙ୍କ ଦରମା ବୃଦ୍ଧି ପାଇଁ ଯୋଜନା ଚାଲିଛି । ଏହାବ୍ୟତୀତ ସରକାର ପାଚିକାଙ୍କ ଦରମା ମଧ୍ୟ ବୃଦ୍ଧି କରିବେ ।ଖୁବଶିଘ୍ର ଦରମା ବୃଦ୍ଧି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ।
Trending
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ
Prev Post
Next Post