ପୁରୀ ବଡଦାଣ୍ଡରେ ଘଟିଛି ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। କାର୍ଟି ଭକ୍ତଙ୍କ ଅଣ୍ଟା ଉପରେ ଚଢିଯାଇଛି। ଯାହାଯୋଗୁ ସେ ଗୁରୁତର ଆହତ ହୋଇଛନ୍ତି।
Trending
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
- ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
- ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
- ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
- ବଦଳିଲେ ୮ ଜିଲ୍ଲା ଏସ୍ପି
- ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
- ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ