ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ପୁରଣ ଅବଧି । ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଅବଧି ବଢ଼ାଇଲା ବୋର୍ଡ । ଏହା ପରେ ଆଉ ଅବଧି ବଢ଼ିବନି ବୋଲି ସ୍ପଷ୍ଟ କଲା ବୋର୍ଡ । ଚଳିତ ବର୍ଷ ଆସନ୍ତା ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ମାଟ୍ରିକ୍ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ସେହିପରି ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବ। ଅତିକମ୍ରେ ଖାତାଦେଖା ୧୨ ଦିନ ଚାଲିବ। ତେବେ ଆଗାମୀ ମାଟ୍ରିକ୍ ପରୀକ୍ଷାର ଢାଞ୍ଚା ପରିବର୍ତ୍ତନ କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ ବୋଲି କୁହାଯାଇଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ