ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୋଲିସ ଗିରଫ କରିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post