ଭୁବନେଶ୍ୱର: ବିଜେପି କୁ ପୁଣି ଟାର୍ଗେଟ କରିଛି ବିଜେଡି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ ରହିଥିବା କଥା କହିଛନ୍ତି। ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ ହୋଇଛି , ଆଉ ସବୁ ମାମଲା ଚାଲିଛି। ସମ୍ଭବତଃ ଜୟନାରାୟଣ ଏହି ଚାର୍ଜସିଟ୍ ବିଷୟରେ କହୁଛନ୍ତି ବୋଲି ସେ ଟ୍ବିଟର ହ୍ୟାଣ୍ଡେଲରେ ଟାର୍ଗେଟ କରି କହିଛନ୍ତି । ମହିଳାଙ୍କୁ ଆକ୍ରମଣ କରୁଥିବା ଲୋକ ବିଷୟରେ ଆମର କିଛି କହିବାର ନାହିଁ । କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଛନ୍ତି ଜୟନାରାୟଣ । ତାଙ୍କର ମାନସିକ ସ୍ୱାସ୍ଥ୍ୟ ନେଇ କୌଣସି ପ୍ରତିକ୍ରିୟା ଦେବାକୁ ଚାହୁଁନୁ । ତାଙ୍କଠାରୁ ଦୂରେଇ ରହିବାକୁ ଗଣମାଧ୍ୟମକୁ ସେ ଆହ୍ବାନ ଦେଇଛନ୍ତି ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post