ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଉଛନ୍ତି।ପ୍ରଥମେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଭାତୀ ପରିଡ଼ା ଏବଂ କେଭି ସଂ ଦେଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ସ୍ୱାଇଁ ବିଧାୟକଙ୍କୁ ଶପଥ ପାଠ କରାଉଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post