ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ନିକଟସ୍ଥ ବିନ୍ଦୁ ସାଗରରୁ ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳାଙ୍କ ପରିଚୟ ଏଯାବତ୍ ମିଳି ପାରି ନଥିବା ବେଳେ ଶବ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ଅଣାଯାଇଛି । ମୃତ ମହିଳାଙ୍କ ଶବ ଉଦ୍ଧାର ପରେ ଅନେକ ପ୍ରଶ୍ନ ଉଠିଛି । ତେବେ ଏହା ପ୍ରକୃତରେ ଏକ ଆତ୍ମହତ୍ୟା ନା ହତ୍ୟା ସେ ନେଇ କୌଣସି ସ୍ପଷ୍ଟ ହୋଇପାରିନାହିଁ । ସେପଟେ ମାମଲାକୁ ନେଇ ତଦନ୍ତକାର୍ଯ୍ୟ ଆରମ୍ଭ କରିଛି ଲିଙ୍ଗରାଜ ଥାନା ପୋଲିସ
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post