ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି

 

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି। ବିଧାୟକ ସୌମ୍ୟ ପଟ୍ଟନାୟକଙ୍କୁ ସମର୍ଥନ ଦେବାକୁ ଏବେ ଆଗେଇ ଆସିଛନ୍ତି ଜୟନାରାୟଣ। କିନ୍ତୁ ସୌମ୍ୟ ଯଦି କହିବେ ବିଜେପିରେ ଯୋଗ ଦେବି, ତେବେ ସେ ଡିପ୍ରେସନକୁ ପଳାଇବେ ବୋଲି କହି ଜୟନାରାୟଣଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି। ସେପଟେ ବିଧାୟକ ଅରୁଣ ସାହୁ ଖଣ୍ଡପଡ଼ାବାସୀଙ୍କୁ ଆଡ଼ ଆଖିରେ ଚାହୁଁନାହାନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ସୌମ୍ୟରଞ୍ଜନ ନିର୍ବାଚନ ଜିତିବା ପରେ ଖଣ୍ଡପଡ଼ାର ରାସ୍ତା ଓ ବିକାଶ କଥା ଭୁଲିଯାଇଛନ୍ତି  ।