ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ପ୍ରଥମ ଓଡିଆ ଭାବେ ରାଜ୍ୟକୁ ପ୍ରତିନିଧିତ୍ବ କରିଥିଲେ କିଶୋର । ଫାଇନାଲରେ ପହଞ୍ଚି ନିଜର ଦମଦାର ପ୍ରଦର୍ଶନ ବଳରେ ପଞ୍ଚମ ସ୍ଥାନ ହାସଲ କରିଥିଲେ । ଭାରତ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିଶୋର । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ଆଗକୁ ବଢିବାକୁ ପ୍ରେରଣା ଯୋଗାଇବ । ଓଡ଼ିଶା ସରକାର କ୍ରୀଡା ବିକାଶକୁ ଅଧିକ ଗୁରୁତ୍ବ ଦେଉଛନ୍ତି । ପୂର୍ବରୁ ଓଡ଼ିଶା ଅନେକ ଖେଳରେ ଭଲ ପ୍ରଦର୍ଶନ କରିଛି । କିନ୍ତୁ ଜାଭେନିଲ ଥ୍ରୋରେ ପ୍ରଥମ ଓଡ଼ିଆ ଭାବେ ବିଶ୍ବ ଆଥଲେଟିକ ଚାମ୍ପିଅନସିପରେ ଭାଗନେଇ ଗୌରବ ମନେ କରିଛନ୍ତି କିଶୋର
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ