୬୫୦ କୋଟି ଟଙ୍କା ଖର୍ଚ୍ଚରେ ନାଇଜର ଭୁବନେଶ୍ୱର ଠାରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ । ଭାରତ ସରକାରଙ୍କ ଅଟୋମିକ ଏନର୍ଜି ମନ୍ତ୍ରଣାଳୟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏହି ହସ୍ପିଟାଲ ନିର୍ମାଣ କରାଯିବ । ନୂଆଦିଲ୍ଲୀରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଡାକ୍ତର ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ବୈଠକରେ ଏ ନେଇ ଆଲୋଚନା ହୋଇଛି । ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪୦୦ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ କରିବେ ।ଏଥିପାଇଁ ନାଇଜର ୧୭ ଏକର ଜମି ଦେଇସାରିଥିବାବେଳେ ଅତିରିକ୍ତ ୧୦ଏକର ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇଦେବ । ଏହି କ୍ୟାନସର ହସ୍ପିଟାଲକୁ ଟାଟ ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା