ଆରମ୍ଭ ହୋଇଛି ଲୋକସଭା ଓ ୨ ରାଜ୍ୟର ବିଧାନସଭା ନିର୍ବାଚନ ଭୋଟ ଗଣତି । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ବିଭିନ୍ନ କେନ୍ଦ୍ରରେ ଭୋଟ ଗଣତି ହୋଇଛି । ୭୦ଟି ଭୋଟ ଗଣତି କେନ୍ଦ୍ରରେ ୨.୫ କୋଟି ଭୋଟ ଗଣତି ଚାଲିଛି । ୬୯ଟି କେନ୍ଦ୍ରରେ ଇଭିଏମ୍ ଓ ବାଲାଟ ଏବଂ ଗୋଟିଏ ସେଣ୍ଟରରେ କେବଳ ପୋଷ୍ଟାଲ ବାଲାଟ ଗଣନା କରାଯାଉଛି । ଆଜିର ନିର୍ବାଚନ ଫଳାଫଳ ଉପରେ ସାରା ଦେଶବାସୀଙ୍କ ନଜର ରହିଛି ।ତେବେ ସଦସ୍ୟ ରିପୋର୍ଟ ମୁତାବକ, ବିଜେପି ୨୯ଟି ବିଧାନସଭା ଆସନରେ ଆଗରେ ରହିଥିବା ବିଜେପି ୧୪ଟିରେ ଆଗର ରହିଛି । କଂଗ୍ରେସ ୫ଟିରେ ଓ ୨ଟି ଆସନରେ ଅନ୍ୟ ପ୍ରାର୍ଥୀ ରହିଛନ୍ତି । ସେହିପରି ବିଜେପି ୧୫ଟି ଲୋକସଭା ଆସନରେ ଆଗରେ ରହିଥିବା ବେଳେ ବିଜେଡି ୨ଟିରେ ଆଗରେ ରହିଛନ୍ତି ଅନ୍ୟପକ୍ଷରେ କଂଗ୍ରେସ ଗୋଟିଏ ଆସନରେ ଆଗରେ ରହିଛି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post