ମହାନଦୀ ବ୍ରିଜରେ ଅଟକିଲା ବସ୍। ଟଳିଗଲା ଏକ ବଡ଼ ବିପଦ। ଅଳ୍ପକେ ବର୍ତ୍ତିଗଲେ ୫୦ରୁ ଅଧିକ ଲୋକେ। ମଙ୍ଗଳବାର କଟକ ଜିଲା ବାଙ୍କୀ ନିକଟସ୍ଥ ଯାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜ ଉପରେ ଏହିଭଳି ଘଟଣା ଘଟିଛି।
ବସ୍ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।ପ୍ରତ୍ୟକ୍ଷଦର୍ଶ କହିବା ସୂଚନା ଅନୁଯାୟୀ, ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିଲା। ତେବେ ଶେଷ ପର୍ଯ୍ୟନ୍ତ ବସ ଡ୍ରାଇଭରଙ୍କ ଉଦ୍ୟମ ଯୋଗୁ ଯାତ୍ରୀଙ୍କ ଜୀବନ ବଞ୍ଚିଗଲା।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Prev Post
Next Post