ମହାନଦୀ ବ୍ରିଜରେ ଅଟକିଲା ବସ୍। ଟଳିଗଲା ଏକ ବଡ଼ ବିପଦ। ଅଳ୍ପକେ ବର୍ତ୍ତିଗଲେ ୫୦ରୁ ଅଧିକ ଲୋକେ। ମଙ୍ଗଳବାର କଟକ ଜିଲା ବାଙ୍କୀ ନିକଟସ୍ଥ ଯାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜ ଉପରେ ଏହିଭଳି ଘଟଣା ଘଟିଛି।
ବସ୍ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।ପ୍ରତ୍ୟକ୍ଷଦର୍ଶ କହିବା ସୂଚନା ଅନୁଯାୟୀ, ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିଲା। ତେବେ ଶେଷ ପର୍ଯ୍ୟନ୍ତ ବସ ଡ୍ରାଇଭରଙ୍କ ଉଦ୍ୟମ ଯୋଗୁ ଯାତ୍ରୀଙ୍କ ଜୀବନ ବଞ୍ଚିଗଲା।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post