ପାରାଦୀପ ମହାନଦୀ ମୁହାଣରେ ବୁଡ଼ିଗଲା ଡଙ୍ଗା । ନେହେରୁ ବଙ୍ଗଳା ନିକଟ ମୁହାଣରେ ଡଙ୍ଗା ବୁଡ଼ି ୯ ନିଖୋଜ । ମେରାଇନ୍ ପୋଲିସ ଓ ମତ୍ସ୍ୟଜୀବୀଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଧିକ ଜୋରରେ ଢେଉ ଉଠୁଥିବାରୁ ଉଦ୍ଧାର କାର୍ଯ୍ୟ ବାଧା ପ୍ରାପ୍ତ ହେଉଛି । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ଓଡ୍ରାଫ ଓ ଅଗ୍ନିଶମ ବାହିନୀ ଟିମ । ଉଦ୍ଧାର ପାଇଁ କୋଷ୍ଟଗାର୍ଡ ସାହାଯ୍ୟ ମଗାଗଲା ।
Trending
- ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
Prev Post
Next Post