ଆଜି ଓଡ଼ିଶାର ନିର୍ବାଚନ ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରୁ ବାହାରି ୩ଟି ଜିଲ୍ଲାରେ ଜନସମାବେଶ କରିବା ସହ ବିଜେପି ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଫୁଲବାଣୀ, ବରଗଡ଼ ଏବଂ ବଲାଙ୍ଗୀରରେ ଆଜି କମ୍ପିବ ପ୍ରଚାର ମଇଦାନ । ସମସ୍ତ ଜିଲ୍ଲାରେ ଜନସମାବେଶ କରି ଜନତା ତଥା ଭୋଟରଙ୍କୁ ସମ୍ବୋଧନ କରିବେ ବିଜେପିର କ୍ୟାପଟେନ୍ । ତେବେ ଗତକାଲି ରୋଡ୍ ସୋ’ ସରିବା ପରେ ଭୁବନେଶ୍ୱରରେ ରହିଛନ୍ତି ମୋଦୀ । ଆଜି ଭୁବନେଶ୍ୱରରୁ ବାହାରି ସିଧା ଫୁଲବାଣୀ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ । ଏହାପରେ ବଲାଙ୍ଗୀର ଏବଂ ବରଗଡ଼ ଯାତ୍ରା କରିବା ସହ ମାରାଥନ୍ ପ୍ରଚାର କରି ବିଜେପି ନିଜ ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post