ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି | ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏଥିସହ ବିଜେଡି ୪୯ ଭୋଟ ପାଇ ଭାଜପା ଠାରୁ ବିଧାସଭାରେ ପରାସ୍ତ ହୋଇଛି।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ