ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଦୁର୍ଘଟଣାର ଶିକାର ହୋଇଛି ମୋ-ବସ୍ । ଭାରସାମ୍ୟ ହରାଇ ମୋ-ବସ୍ ରାସ୍ତାକଡ଼ ଏକ ନାଳକୁ ଖସି ଯାଇଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱରରୁ ଖୋର୍ଦ୍ଧା ଯିବା ରାସ୍ତାରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ