ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଆଇନମନ୍ତ୍ରୀଙ୍କ ସୂଚନା ଅନୁସାରେ, ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ପଦକ୍ଷେପ ନିଆଯାଇଛି। ଆସନ୍ତା କାଲି ଅର୍ଥାତ ମଙ୍ଗଳବାର ରଥଯାତ୍ରା ସମ୍ପର୍କିତ ଚୂଡ଼ାନ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post