ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି ନକ୍ସଲଙ୍କ ହିଂସାକାଣ୍ଡ । ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କର ଏକ ବଡ଼ ଷଡ଼ଯନ୍ତ୍ର ଧରା ପଡ଼ିଛି । ସ୍ଥାନୀୟ ମନୋହରପୁର ନିକଟ ବିରୁୱାରେ ରେଳ ଧାରଣାକୁ ଉଡ଼ାଇ ଦେଇଛନ୍ତି ନକ୍ସଲ ପନ୍ଥୀ । ଗତକାଲି ବିଳମ୍ବିତ ରାତିରେ ଏମାନେ ରେଳ ଧାରଣାକୁ ଉଡ଼ାଇ ଦେଇଥିବା ଜାଣିବାକୁ ମିଳିଛି । ଫଳରେ ଆଜି ଟ୍ରେନଗୁଡ଼ିକ ଚଳାଚଳ ପ୍ରଭାବିତ ହୋଇଛି । ଏହି ରୁଟ୍ ଦେଇ ଯାଉଥିବା ପ୍ରାୟ ୨୦ରୁ ଅଧିକ ଟ୍ରେନ ଅଟକି ରହିଥିବା ସୂଚନା ମିଳିଛି । ତେବେ ଆଜି ନକ୍ସଲମାନଙ୍କ ତରଫରୁ ଭାରତ ବନ୍ଦ ଡାକରା ଦିଆଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post