ମେଟ୍ରୋ ଟିଭି ଓଡିଶା (୫. ୬. ୨୦୨୨)
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି | ଆଜି ୨୧ଜଣ ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ଶପଥ ଗ୍ରହଣ କରାଇଛନ୍ତି | ଲୋକସେବା କନଭେସନ ହଲରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜନ ହୋଇଥିଲା

୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି | ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କୁ ମନ୍ତ୍ରୀପଦ ମିଳିଛି | ୩ ଜଣଙ୍କୁ କ୍ୟାବିନେଟ୍ ଓ ୨ ଜଣ ଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । ୮ ଜଣ ମନ୍ତ୍ରୀ ନିଜର ପଦ ପୁଣିଥରେ ଫେରି ପାଇଛନ୍ତି | ପ୍ରଥମଥର ପାଇଁ ୭ଜଣ ସମ୍ପୂର୍ଣ୍ଣ ନୂଆ ଚେହେରା ସାମିଲ ହୋଇଛନ୍ତି । ତେବେ କ୍ୟାବିନେଟ୍ ପାହ୍ୟା କୁ ପଦୋନ୍ନତି ହୋଇଛନ୍ତି-