ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।ଏହି ଅବସରରେ ସେ ପୁରୀ ଲୋକ ସଭା ଏବଂ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ସେ ଅନୁଗୋଳ ଏବଂ କଟକଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ଏହାପରେ ସେ ଫେରିଯିବେ ବୋଲି ଜଣାପଡ଼ିଛି।
Trending
- କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ , 7 ମୃତ
- ଭୁଷୁଡ଼ିଲା ସେତୁ , 20 ପର୍ଯ୍ୟଟକ ନିଖୋଜ , 2 ମୃତ
- ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍
- ଜୁନ 20 ରେ ଆସିବେ ମୋଦୀ
- ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦେବ ଏୟାର ଇଣ୍ଡିଆ
- ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ
- ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି
- ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ
- ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
Next Post