ରାଜ୍ୟସଭାରେ ବିଜେଡି ନେତା ହେଲେ ସାଂସଦ ଡ. ସସ୍ମିତ ପାତ୍ର । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ସେହିପରି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ରାଜ୍ୟସଭାରେ ବିଜେଡି ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି ।ଉଭୟଙ୍କୁ ନବୀନ ନିଯୁକ୍ତି ଦେଇଥିବା ନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି । ସସ୍ମିତଙ୍କ ନିଯୁକ୍ତି ପରେ ରାଜ୍ୟ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଅଭିନନ୍ଦନ ଜଣାଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post