ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଛି ଏକ ବଡ଼ ଦାୟିତ୍ୱ । ଏସିଆ ପାସିଫିକ୍ ଗ୍ରୁପର ଉପ-ସଭାପତି ଭାବରେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ୱାରା ଅପରାଜିତାଙ୍କ ନାଁରେ ମୋହର ବାଜିଥିବା କୁହାଯାଇଛି । ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ଏ ନେଇ ସଳୂଚପା ପାଇଥିବା କହିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଗତ ମାର୍ଚ୍ଚ ମାସରେ ଜେନିଭାରେ ଆଇପିୟୁ ଆସେମ୍ବଲିରେ ଭାଗ ନେଇଥିଲେ ସାଂସଦ ଅପରାଜିତା । ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ ଆଇପିୟୁ- ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିୟନ୍ ଗଠିତ ହୋଇଛି ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post