ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀଙ୍କୁ ଧରାଯିବା ଉପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,
ଯେଉଁ କମିସନ ବସିଥିଲା ତାହାର ଏବେ ତର୍ଜମା କରାଯାଉଛି। ଆଇନ ବିଭାଗ, ଆଇନ ବିଶାରଦମାନେ ତର୍ଜମା କରୁଛି। ଉପଯୁକ୍ତ ସମୟରେ ଉପଯୁକ୍ତ ନିଷ୍ପତ୍ତି ନିଆଯିବ। ଯେଉଁମାନେ ଏଥିରେ ସଂପୃକ୍ତ ଅଛନ୍ତି, ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ସେ ଦିଗରେ ପରାମର୍ଶ ନିଆଯାଉଛି।। କଂଗ୍ରେସ ମଧ୍ୟ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ଫାଇଲ୍ ଖୋଲିବାକୁ ଚାହୁଁଥିବା ପ୍ରଶ୍ନର ଜବାବରେ ବିଜେପି ରାଜ୍ୟ ସଭାପତି କହିଛନ୍ତି, କଂଗ୍ରେସ କଣ ଡିମାଣ୍ଡ କରୁଛି, ତାହା ବଡ଼ କଥା ନୁହେଁ, ବିଜେପି ଯାହା ସଂକଳ୍ପ ନେଇଛି ତାହା କରିବ।
Trending
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
Prev Post