ବଲାଙ୍ଗୀର ସହର ମାଲପଡ଼ା ନିବାସୀ ବିଭୁଦତ୍ତ ଗୁରୁ ଛତିଶଗଡ଼ ହାଇକୋର୍ଟର ବିଚାରପତି ଭାବେ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବିଲାସପୁରସ୍ଥିତ ଛତିଶଗଡ଼ ହାଇକୋର୍ଟରେ ରାଜ୍ୟର ଏଡିସିନାଲ୍ ଆଡଭୋକେଟ ଜେନେରାଲ ଭାବରେ କାର୍ଯ୍ୟରତ ଅଛନ୍ତି। ଗତକାଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଓ ଅନ୍ୟ ଦୁଇଜଣ ବିଚାରପତିଙ୍କୁ ନେଇ ଗଠିତ କୋଲେଜିୟମ୍ ତାଙ୍କ ନିଯୁକ୍ତି ଉପରେ ମୋହର ମାରିଛନ୍ତି। ଗତ ଫେବ୍ରୁଆରି ମାସରେ ଛତିଶଗଡ଼ ହାଇକୋର୍ଟ ପକ୍ଷରୁ ତାଙ୍କ ନାମ ସୁପାରିସ କରାଯାଇଥିଲା। ସୁପ୍ରିମ୍କୋର୍ଟ କୋଲିଜିଅମ୍ ନିଜ ରିପୋର୍ଟରେ ଦର୍ଶାଇଛନ୍ତି ଯେ, ଶ୍ରୀ ଗୁରୁ ଜଣେ ଦକ୍ଷ ଓ ସ୍ବଚ୍ଛ ଆଇନଜୀବୀ ଅଟନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post