ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଏହି ସବୁକୁ ଦୃଷ୍ଟିରେ ରଖି ହୀରାକୁଦରେ ୧୦ଟି ଗେଟ ଖୋଲା ଯାଇଛି । ସକାଳ ୬ଟା ସୁଦ୍ଧା ଡ୍ୟାମର ଜଳସ୍ତର ୬୨୮.୬୭ ଫୁଟ ରହିଛି । ହୀରାକୁଦ ଡ୍ୟାମରେ ୮୯,୩୯୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨,୦୩,୭୫୨ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post