ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ୫ ଦଫା ଦାବି ପୂରଣ ନହେଲେ ଆସନ୍ତା ଡିସେମ୍ବର ୧ ତାରିଖରୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ ବୋଲି ସଂଘ ଚେତାବନୀ ଦେଇଛି। ବୁଧବାର ଭବାନୀପାଟଣାସ୍ଥିତ ଏସ୍ଏନ କନ୍ଫରେନ୍ସ ହଲ୍ରେ ଅନୁଷ୍ଠିତ ସଂଘର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ୩୦ଟି ଜିଲ୍ଲା ର ସବୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ । ଲକ୍ଷ୍ମୀ ବସ ଯୋଜନାରେ ବସ ଚଳାଚଳ ସଂପର୍କରେ ଗୁରୁତ୍ବପୂର୍ଣ ଆଲୋଚନା ହୋଇଛି । ଏସବୁ ଦାବିକୁ ନେଇ ଆସନ୍ତା ୨୨ ତାରିଖ ଦିନ ଭୁବନେଶ୍ଵରରେ ସଂଘର ଏକ ବିରାଟ ସମାବେଶ ହେବ। ଆବଶ୍ୟକ ସ୍ଥଳେ ବିଧାନସଭା ଆଗରେ ଧାରଣା ଦିଆଯିବ ବୋଲି ସଂଘ ନିଷ୍ପତ୍ତି ନେଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post